ହୋଶେୟ 8:3 - ପବିତ୍ର ବାଇବଲ3 କିନ୍ତୁ ଇସ୍ରାଏଲ ଭଲ ଜିନିଷ ଗ୍ରହଣ କରି ନ ଥିଲା। ତେଣୁ ଶତ୍ରୁମାନେ ତାକୁ ଆକ୍ରମଣ କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯାହା ଭଲ, ତାହା ଇସ୍ରାଏଲ ପକାଇ ଦେଇଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ। Gade chapit laଓଡିଆ ବାଇବେଲ3 ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧରେ ଲିପ୍ତ ଥିଲେ। ସେମାନେ ମଧ୍ୟ ସେମାନଙ୍କର ଭାଇମାନଙ୍କୁ ଖଡ଼୍ଗଧରି ଗୋଡ଼ାଇଲେ। ଏବଂ ଟିକିଏ ହେଲେ ଦୟା ଦେଖାଇ ନ ଥିଲେ। ଇଦୋମ ନିଜର କ୍ରୋଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କ୍ରୋଧ ବନ୍ଦ କଲେ ନାହିଁ। ଇସ୍ରାଏଲୀୟମାନଙ୍କୁ ସେମାନେ ବନ୍ୟପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।