ହୋଶେୟ 9:15 - ପବିତ୍ର ବାଇବଲ15 ସେମାନଙ୍କର ସମସ୍ତ ମନ୍ଦକାର୍ଯ୍ୟ ଗିଲ୍ଗଲ୍ରେ ଅଛି। ଆମ୍ଭେ ସେମାନଙ୍କୁ ସେଠାରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ୟାଗ କରିବାକୁ ଆମ୍ଭେ ସେମାନଙ୍କୁ ବାଧ୍ୟ କରିବା, କାରଣ ସେମାନେ ମନ୍ଦକାର୍ଯ୍ୟ କରନ୍ତି। ଆମ୍ଭେ ସେମାନଙ୍କୁ ଆଉ ଭଲ ପାଇବା ନାହିଁ। ସେମାନଙ୍କର ନେତାମାନେ ବିଦ୍ରୋହି, ସେମାନେ ଆମ୍ଭର ବିରୁଦ୍ଧରେ ଯାଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। Gade chapit laଓଡିଆ ବାଇବେଲ15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। Gade chapit la |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”