ହୋଶେୟ 9:16 - ପବିତ୍ର ବାଇବଲ16 ଇଫ୍ରୟିମ ଦଣ୍ତିତ ହେବ। ସେମାନଙ୍କର ମୂଳ ମରିଯାଇଛି। ସେମାନଙ୍କର ଆଉ ଅଧିକ ସନ୍ତାନ ହେବେ ନାହିଁ। ସେମାନେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସେମାନଙ୍କର ମହାନ ସନ୍ତାନଙ୍କୁ ଆମ୍ଭେ ହତ୍ୟା କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। Gade chapit laଓଡିଆ ବାଇବେଲ16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। Gade chapit la |
ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।