ହୋଶେୟ 9:2 - ପବିତ୍ର ବାଇବଲ2 କିନ୍ତୁ ସେହି ଖଳାର ଶସ୍ୟ ଇସ୍ରାଏଲକୁ ପ୍ରଚୁର ଖାଦ୍ୟ ଦେବ ନାହିଁ। ସେଠାରେ ମଧ୍ୟ ପ୍ରଚୁର ଦ୍ରାକ୍ଷାରସ ଇସ୍ରାଏଲ ପାଇଁ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। Gade chapit laଓଡିଆ ବାଇବେଲ2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। Gade chapit la |
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ପ୍ରଚୁର ଶସ୍ୟଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତେବେଳେ ଶସ୍ୟ ସଂଗ୍ରହ କରିବାକୁ ଯାଉଛ ସେଠାରେ ଅତି ଅଳ୍ପ ଶସ୍ୟ ଦେଖୁଛ। ତୁମ୍ଭେମାନେ ସେ ଶସ୍ୟ ଘରକୁ ଆଣୁଛ, ତା'ପରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡ଼ାଇ ଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରତ୍ୟେକ ଯେତେବେଳେ ନିଜ ନିଜ ଘରର ଯତ୍ନ ନେବାକୁ ତତ୍ପର ହେଉଛ ସେତେବେଳେ ଆମ୍ଭ ଗୃହ ଧ୍ୱଂସ ହେଉଛି।