Biblia Todo Logo
Bib sou entènèt

- Piblisite -




ହୋଶେୟ 9:5 - ପବିତ୍ର ବାଇବଲ

5 ସେମାନେ ସଦାପ୍ରଭୁଙ୍କ ନିମନ୍ତେ କୌଣସି ପର୍ବ ବା ଉତ୍ସବ ପାଳନ କରିବାକୁ କ୍ଷମ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?

Gade chapit la Kopi

ଓଡିଆ ବାଇବେଲ

5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?

Gade chapit la Kopi




ହୋଶେୟ 9:5
4 Referans Kwoze  

ହେ ବ୍ୟବସ୍ଥାକାରୀଗଣ, ପ୍ରତିଫଳ ଦେବାର ଦିନରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ଯ୍ୟକଳାପ ସମ୍ବନ୍ଧରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭେମାନେ ସେତେବେଳେ କ’ଣ କରି ପାରିବ, ସାହାଯ୍ୟ ପାଇଁ ତୁମ୍ଭେମାନେ କାହା ନିକଟକୁ ଦୌଡ଼ିବ? ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାଯ୍ୟ କରିବ ନାହିଁ।


ଆମ୍ଭେ ସଦାପ୍ରଭୁ ତା'ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ସମସ୍ତ ଭୋଜିକୁ ବନ୍ଦ କରିଦେବା।


ଭବିଷ୍ୟ‌ଦ୍‌ବକ୍ତାମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି ଓ ସେମାନଙ୍କ ନିର୍ଦ୍ଦେଶାନୁସାରେ ଯାଜକମାନେ କାର୍ଯ୍ୟ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହେବାକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶେଷରେ ଦଣ୍ଡ ସମୟରେ କ’ଣ କରିବେ?


ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ୱରରେ ବିଳାପ କର। ହେ ଯଜ୍ଞବେଦିର ପରିଗ୍ଭଳକ ଗଣ, ତୁମ୍ଭେମାନେ ଚଟ ବସ୍ତ୍ର ପରିଧାନ କରି ରାତ୍ରିଯାପନ କର। କାରଣ ପରମେଶ୍ୱରଙ୍କ ମନ୍ଦିରରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ମିଳିବ ନାହିଁ।


Swiv nou:

Piblisite


Piblisite