ହୋଶେୟ 9:8 - ପବିତ୍ର ବାଇବଲ8 ଭବିଷ୍ୟଦ୍ବକ୍ତା ଇଫ୍ରୟିମ, ମୋର ପରମେଶ୍ୱରଙ୍କ ଲୋକ ଉପରେ ଜଗୁଆଳି ଅଟେ। କିନ୍ତୁ ପଥ ମଧ୍ୟରେ ଅନେକ ଫାଶ ଅଛି ଏବଂ ଲୋକମାନେ ଭବିଷ୍ୟଦ୍ବକ୍ତାଙ୍କୁ ଘୃଣା କରନ୍ତି। ଏପରିକି ତାଙ୍କ ପରମେଶ୍ୱରଙ୍କ ଘରେ ମଧ୍ୟ ଶତ୍ରୁତା ରହିଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଇଫ୍ରୟିମ ମୋʼ ପରମେଶ୍ଵରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ବ୍ୟାଧର ଫାନ୍ଦ ଓ ତାହାର ପରମେଶ୍ଵରଙ୍କ ଗୃହରେ ଶତ୍ରୁତାଭାବ ଅଛି। Gade chapit laଓଡିଆ ବାଇବେଲ8 ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି। Gade chapit la |
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା'ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”