ଯିଶାଇୟ 1:10 - ପବିତ୍ର ବାଇବଲ10 ହେ ସଦୋମର ପ୍ରାଚୀନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହମୋରାର ଲୋକମାନେ, ପରମେଶ୍ୱରଙ୍କ ଶିକ୍ଷାସମୂହ ପ୍ରତି ଧ୍ୟାନ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର। Gade chapit laଓଡିଆ ବାଇବେଲ10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର। Gade chapit la |