ଯିଶାଇୟ 1:29 - ପବିତ୍ର ବାଇବଲ29 ତୁମ୍ଭେମାନେ ପୂଜା କରିବାକୁ ବାଛିଥିବା ଅଲୋନଗଛ ଓ ସ୍ୱତନ୍ତ୍ର ବଗିଗ୍ଭ ପାଇଁ ଭବିଷ୍ୟତରେ ଲୋକମାନେ ଲଜ୍ଜିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Gade chapit laଓଡିଆ ବାଇବେଲ29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Gade chapit la |
ସେମାନେ ଜାଣିବେ ଯେ, ଆମ୍ଭେ ହିଁ ସଦାପ୍ରଭୁ, ଯେତେବେଳେ ସେମାନେ ସେମାନଙ୍କର ମୃତ ଶରୀର ମୂର୍ତ୍ତିମାନଙ୍କ ମଧ୍ୟରେ, ଯଜ୍ଞବେଦି ଗ୍ଭରିପାଖରେ, ପର୍ବତର ଶୀର୍ଷ ଦେଶରେ, ଶୃଙ୍ଗରେ, ପ୍ରତ୍ୟେକ ସବୁଜ ହରିତବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନମାନଙ୍କରେ ସେମାନେ ନିଜ ନିଜର ସକଳ ପ୍ରତିମାଗୁଡ଼ିକୁ ସୁବାସିତ ନୈବେଦ୍ୟ ଉତ୍ସର୍ଗ କରୁଥିଲେ, ସେହି ସକଳ ସ୍ଥାନରେ ପାଇବେ।