ଯିଶାଇୟ 1:5 - ପବିତ୍ର ବାଇବଲ5 ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। Gade chapit laଓଡିଆ ବାଇବେଲ5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।