ଯିଶାଇୟ 10:20 - ପବିତ୍ର ବାଇବଲ20 ସେହି ସମୟରେ ଇସ୍ରାଏଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପରେ ଆଉ ନିର୍ଭର କରିବେ ନାହିଁ। ସେମାନେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବା ଶିକ୍ଷା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ଵରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Gade chapit laଓଡିଆ ବାଇବେଲ20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। Gade chapit la |
ଆସା ତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ଡାକ ପକାଇଲେ ଓ କହିଲେ, “ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାଯ୍ୟ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାଯ୍ୟ କରିବା ସେତିକି ସହଜ। ଆମ୍ଭମାନଙ୍କୁ ସାହାଯ୍ୟ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ। ଏହି ବିଶାଳ ସୈନ୍ୟବାହିନୀ ବିପକ୍ଷରେ ଥିଲେ ହେଁ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁ! ତୁମ୍ଭେ, ତୁମ୍ଭ ବିରୁଦ୍ଧରେ କାହାରିକୁ ଜୟ ଲାଭ କରିବାକୁ ଦିଅ ନାହିଁ।”