ଯିଶାଇୟ 10:25 - ପବିତ୍ର ବାଇବଲ25 ଯେତେବେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦେଇସାରିଛି, ସେତେବେଳେ ମୋର କ୍ରୋଧ ପ୍ରଶମିତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ। Gade chapit laଓଡିଆ ବାଇବେଲ25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ। Gade chapit la |