ଯିଶାଇୟ 10:27 - ପବିତ୍ର ବାଇବଲ27 ସେ ଦିନରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସେହି ଦୁଃଖ ବୋଝ ତୁମ୍ଭ ସ୍କନ୍ଧରେ ଯୁଆଳି ସଦୃଶ ହେବ। ମାତ୍ର ସେହି ଯୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆଯିବ। ସେହି ବୋଝ ରୂପକ ଯୁଆଳି ତୁମ୍ଭର ଶକ୍ତି ବଳରେ ଭଗ୍ନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)27 ପୁଣି, ସେଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ। Gade chapit laଓଡିଆ ବାଇବେଲ27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।” Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।