ଯିଶାଇୟ 10:3 - ପବିତ୍ର ବାଇବଲ3 ହେ ବ୍ୟବସ୍ଥାକାରୀଗଣ, ପ୍ରତିଫଳ ଦେବାର ଦିନରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ଯ୍ୟକଳାପ ସମ୍ବନ୍ଧରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭେମାନେ ସେତେବେଳେ କ’ଣ କରି ପାରିବ, ସାହାଯ୍ୟ ପାଇଁ ତୁମ୍ଭେମାନେ କାହା ନିକଟକୁ ଦୌଡ଼ିବ? ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାଯ୍ୟ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? Gade chapit laଓଡିଆ ବାଇବେଲ3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”