ଯିଶାଇୟ 10:7 - ପବିତ୍ର ବାଇବଲ7 “ମାତ୍ର ମୁଁ ଅଶୂରକୁ ବ୍ୟବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମୋ’ ପାଇଁ ଏକ ଅସ୍ତ୍ର। ଅଶୂର କେବଳ ଲୋକମାନଙ୍କୁ ଧ୍ୱଂସ କରିବାକୁ ଇଚ୍ଛାକରେ। ସେ କେବଳ ଅନେକ ଗୋଷ୍ଠୀକୁ ଧ୍ୱଂସ କରିବାକୁ ମନ୍ତ୍ରଣା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତଥାପି ତାହାର ଅଭିପ୍ରାୟ ସେପରି ନୁହେଁ, କିଅବା ତାହାର ହୃଦୟ ସେପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି। Gade chapit laଓଡିଆ ବାଇବେଲ7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି। Gade chapit la |
ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କଲ୍ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା'ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି।