ଯିଶାଇୟ 11:15 - ପବିତ୍ର ବାଇବଲ15 ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ଵା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ଵାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ। Gade chapit laଓଡିଆ ବାଇବେଲ15 ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସଦାପ୍ରଭୁ ମିସରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟଦେଇ ଗମନ କରାଇବେ। Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।