ଯିଶାଇୟ 11:4 - ପବିତ୍ର ବାଇବଲ4-5 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କର ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେନ୍ତ ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ତ ଦ୍ଵାରା ପୃଥିବୀକି ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ଵାସ ଦ୍ଵାରା ଦୁଷ୍ଟକୁ ସଂହାର କରିବେ। Gade chapit laଓଡିଆ ବାଇବେଲ4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।