ଯିଶାଇୟ 11:6 - ପବିତ୍ର ବାଇବଲ6 ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେନ୍ତ ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ। Gade chapit laଓଡିଆ ବାଇବେଲ6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ। Gade chapit la |
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।