Biblia Todo Logo
Bib sou entènèt

- Piblisite -




ଯିଶାଇୟ 11:7 - ପବିତ୍ର ବାଇବଲ

7 ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।

Gade chapit la Kopi




ଯିଶାଇୟ 11:7
2 Referans Kwoze  

ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।


ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।” ସଦାପ୍ରଭୁ ଏହା କୁହନ୍ତି।


Swiv nou:

Piblisite


Piblisite