ଯିଶାଇୟ 11:8 - ପବିତ୍ର ବାଇବଲ8 ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। Gade chapit laଓଡିଆ ବାଇବେଲ8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ। Gade chapit la |
ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।