ଯିଶାଇୟ 13:21 - ପବିତ୍ର ବାଇବଲ21 ସେହି ମରୁଭୂମିରେ କେବଳ କେତେକ ବନ୍ୟପ୍ରାଣୀ ବାସ କରିବେ। ବାବିଲନୀୟମାନେ ସେମାନଙ୍କ ନିଜ ଗୃହରେ ଆଉ ରହିବେ ନାହିଁ। ସେହି ଗୃହଗୁଡ଼ିକ ପେଗ୍ଭ ଓ ଓଟପକ୍ଷୀ ବାସ କରିବେ ଏବଂ ବନ୍ୟଛାଗ ସେଠାରେ ନୃତ୍ୟ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ମାତ୍ର ବନ୍ୟ ପଶୁମାନେ ସେସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଉଷ୍ଟ୍ରପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ। Gade chapit laଓଡିଆ ବାଇବେଲ21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ। Gade chapit la |
ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କଲ୍ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା'ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି।