ଯିଶାଇୟ 14:10 - ପବିତ୍ର ବାଇବଲ10 ସେ ସମସ୍ତ ପ୍ରାଚୀନଗଣ ପରିହାସ କରି କହିବେ, “ବର୍ତ୍ତମାନ ତୁମ୍ଭେମାନେ ଆମ୍ଭ ପାଇଁ ମୃତ ପ୍ରାୟ। ତୁମ୍ଭେମାନେ ଆମ୍ଭମାନଙ୍କ ପାଇଁ ସମାନ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ସେସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ? Gade chapit laଓଡିଆ ବାଇବେଲ10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ତୁମ୍ଭେ ମଧ୍ୟ କ’ଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ ? ତୁମ୍ଭେ କ’ଣ ଆମ୍ଭମାନଙ୍କର ସମାନ ହେଲ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ସମସ୍ତେ ଉତ୍ତର ଦେଇ ତୁମ୍ଭକୁ କହିବେ, ‘ତୁମ୍ଭେ ମଧ୍ୟ କʼଣ ଆମ୍ଭମାନଙ୍କ ପରି କ୍ଷୀଣବଳ ହେଲ? ତୁମ୍ଭେ କʼଣ ଆମ୍ଭମାନଙ୍କର ସମାନ ହେଲ?’ Gade chapit la |