ଯିଶାଇୟ 14:12 - ପବିତ୍ର ବାଇବଲ12 ତୁମ୍ଭେ ପ୍ରଭାତୀ ତାରା ସଦୃଶ ଥିଲ। ବର୍ତ୍ତମାନ ତୁମ୍ଭର ପତନ ଘଟିଛି। ଅତୀତରେ ସମସ୍ତ ଗୋଷ୍ଠୀ ତୁମ୍ଭ ନିକଟରେ ନତ ହେଉଥିଲେ। କିନ୍ତୁ ବର୍ତ୍ତମାନ ତୁମ୍ଭକୁ ଛେଦନ କରାଯାଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ଵର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ ! Gade chapit laଓଡିଆ ବାଇବେଲ12 ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ! Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।