ଯିଶାଇୟ 14:16 - ପବିତ୍ର ବାଇବଲ16 ଲୋକମାନେ ତୁମ୍ଭକୁ ଗ୍ଭହିଁବେ ଓ ତୁମ୍ଭ ବିଷୟରେ ଚିନ୍ତା କରିବେ। ସେମାନେ ଦେଖିବେ ତୁମ୍ଭେମାନେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, “ଏହା କ’ଣ? ସେମାନେ ସେହି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ୟର ଦୁଃଖର କାରଣ ହୋଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକି କମ୍ପାନ୍ଵିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; Gade chapit laଓଡିଆ ବାଇବେଲ16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁମାନେ ତୁମ୍ଭକୁ ଦେଖନ୍ତି, ସେମାନେ ସୂକ୍ଷ୍ମ ରୂପେ ନିରୀକ୍ଷଣ କରି ତୁମ୍ଭ ବିଷୟ ବିବେଚନା କରି କହିବେ, ‘ଯେ ପୃଥିବୀକୁ କମ୍ପାନ୍ୱିତ କଲା, ଯେ ରାଜ୍ୟସମୂହକୁ ଥରହର କରାଇଲା; Gade chapit la |