ଯିଶାଇୟ 14:26 - ପବିତ୍ର ବାଇବଲ26 ଏହା ମୋର ଯୋଜନା ସମଗ୍ର ପୃଥିବୀ ପାଇଁ ଅଛି। ମୁଁ ସମସ୍ତ ଜାତିଗଣମାନଙ୍କୁ ଦଣ୍ଡ ଦେବା ପାଇଁ ମୋର ଶକ୍ତି ପ୍ରୟୋଗ କରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି। Gade chapit laଓଡିଆ ବାଇବେଲ26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି। Gade chapit la |