ଯିଶାଇୟ 14:30 - ପବିତ୍ର ବାଇବଲ30 ମାତ୍ର ମୋର ଦରିଦ୍ର ଲୋକମାନେ ଶାନ୍ତିରେ ଭୋଜନ କରିବେ। ସେମାନଙ୍କର ପିଲାମାନେ ମଧ୍ୟ ନିରାପଦରେ ରହିବେ। ମାତ୍ର ମୁଁ ତୁମ୍ଭର ପରିବାରକୁ ଭୋକରେ ଛଟପଟ କରାଇ ମାରିବି ଏବଂ ଅବଶିଷ୍ଟାଂଶକୁ ମଧ୍ୟ ସଂହାର କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ। Gade chapit laଓଡିଆ ବାଇବେଲ30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ। Gade chapit la |
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।