ଯିଶାଇୟ 14:31 - ପବିତ୍ର ବାଇବଲ31 ନଗରର ଦ୍ୱାର ଦେଶର ଲୋକ ଓ ନଗରସ୍ଥ ଲୋକ ହାହାକାର କର। ପଲେଷ୍ଟୀୟର ସମସ୍ତ ଲୋକ ଭୟଭୀତ ହେବ। ମହମ ସଦୃଶ ତୁମ୍ଭର ସାହସ ତରଳି ଯିବ। ଉତ୍ତର ଦିଗକୁ ଗ୍ଭହଁ, ଉତ୍ତରରୁ ଧୂମ ଆସୁଛି। ଅଶୂରର ସୈନ୍ୟ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ସମସ୍ତ ସୈନ୍ୟ ଶକ୍ତିଶାଳୀ। Gade chapit laପବିତ୍ର ବାଇବଲ (Re-edited) - (BSI)31 ହେ ନଗର-ଦ୍ଵାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ। Gade chapit laଓଡିଆ ବାଇବେଲ31 ହେ ନଗର ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।” Gade chapit la |
ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।