ଯିଶାଇୟ 15:2 - ପବିତ୍ର ବାଇବଲ2 ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ଯାଇଛନ୍ତି। ମୋୟାବର ଲୋକମାନେ ନେବୋ ଓ ମେଦବା ପାଇଁ କାନ୍ଦୁଛନ୍ତି। ସେମାନଙ୍କର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା କରିଛନ୍ତି ଓ ଦାଢ଼ି କାଟିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି। Gade chapit laଓଡିଆ ବାଇବେଲ2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି। Gade chapit la |
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”