ଯିଶାଇୟ 15:3 - ପବିତ୍ର ବାଇବଲ3 ମୋୟାବର ସବୁ ସ୍ଥାନରେ, ଘର ଉଚ୍ଚସ୍ଥାନମାନଙ୍କରେ ଓ ରାସ୍ତାମାନଙ୍କରେ ଚଟବସ୍ତ୍ର ପରିଧାନ କରି କାନ୍ଦୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି। Gade chapit laଓଡିଆ ବାଇବେଲ3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି। Gade chapit la |
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”