ଯିଶାଇୟ 18:7 - ପବିତ୍ର ବାଇବଲ7 ସେହି ସମୟରେ ଏକ ସ୍ୱତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହେବ। ସେହି ନୈବେଦ୍ୟ ସେହି ଦୀର୍ଘକାୟ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନରେ ଲୋକମାନେ ଏହି ଦୀର୍ଘକାୟ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସେମାନେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସେହି ଦେଶ ନଦନଦୀ ଦ୍ୱାରା ବିଭକ୍ତ ହୋଇଛି। ସେହି ନୈବେଦ୍ୟ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ। Gade chapit laଓଡିଆ ବାଇବେଲ7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦ-ନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ। Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”