ଯିଶାଇୟ 19:11 - ପବିତ୍ର ବାଇବଲ11 ସିୟୋନର ଅଧିପତିମାନେ ନିତାନ୍ତ ନିର୍ବୋଧ। “ଫାରୋର ଜ୍ଞାନୀ ଉପଦେଷ୍ଟାଗଣ” କୁପରାମର୍ଶ ଦିଅନ୍ତି। ସେହି ଅଧିପତିଗଣ ନିଜକୁ ଜ୍ଞାନୀ ଏବଂ ବିଦ୍ୱାନ ମନେ କରନ୍ତି। ସେମାନେ ପ୍ରାଚୀନ ବୈଭବଶାଳୀ ରାଜବଂଶର ଅଂଶ ଅଟନ୍ତି। ମାତ୍ର ପ୍ରକୃତରେ ସେମାନେ ଜ୍ଞାନୀ ନୁହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ସୋୟନର ଅଧିପତିମାନେ ନିତା; ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜଗଣର ସନ୍ତାନ? Gade chapit laଓଡିଆ ବାଇବେଲ11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ? Gade chapit la |
ସେହି ସମସ୍ତେ, ଯେଉଁମାନେ କି ତୁମ୍ଭର ପ୍ରକୃତ ବନ୍ଧୁ, ତୁମ୍ଭକୁ ବଳପୂର୍ବକ ତୁମ୍ଭର ଭୂମିରୁ ତଡ଼ି ଦେବେ। ତୁମ୍ଭର ବନ୍ଧୁ ତୁମ୍ଭକୁ ପ୍ରଲୋଭନ ଦେଖାଇବେ ଏବଂ ତୁମ୍ଭକୁ ଭୁଲ୍ କାର୍ଯ୍ୟ କରିବାକୁ ବାଧ୍ୟ କରିବେ। ତୁମ୍ଭର ବନ୍ଧୁ ଯେଉଁମାନଙ୍କ ସହିତ ମିଶି ସଂଗ୍ରାମ କରିଛ ଓ ଯେଉଁମାନଙ୍କ ସହିତ ମିଶି ଖାଅ, ସେମାନେ ତୁମ୍ଭ ପାଦତଳେ ଏକ ଫାଶ ବସାଇବା ପାଇଁ ଯୋଜନା କରନ୍ତି। ସେମାନେ କୁହା କୁହି ହୁଅନ୍ତି, ‘ସେ କୌଣସି ବସ୍ତୁକୁ ସନ୍ଦେହ କରନ୍ତି ନାହିଁ।’”