ଯିଶାଇୟ 19:12 - ପବିତ୍ର ବାଇବଲ12 ହେ ମିଶର, ତୁମ୍ଭର ଜ୍ଞାନୀ ବ୍ୟକ୍ତିଗଣ କେଉଁଠାରେ? ସେହି ଜ୍ଞାନୀ ବ୍ୟକ୍ତିଗଣଙ୍କୁ ଜଣାନ୍ତୁ ସର୍ବଶକ୍ତିମାନ ସଦାପ୍ରଭୁ ମିଶର ବିଷୟରେ କି ମନ୍ତ୍ରଣା କରିଛନ୍ତି। ସେମାନଙ୍କୁ କ’ଣ ଘଟିବ କୁହନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେଣ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ। Gade chapit laଓଡିଆ ବାଇବେଲ12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ। Gade chapit la |