ଯିଶାଇୟ 2:11 - ପବିତ୍ର ବାଇବଲ11 ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସେହି ଅହଙ୍କାରୀଗଣ ଲଜ୍ଜାରେ ଅବନତ ହେବେ। ମାତ୍ର ସେତେବେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। Gade chapit laଓଡିଆ ବାଇବେଲ11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। Gade chapit la |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”