ଯିଶାଇୟ 2:2 - ପବିତ୍ର ବାଇବଲ2 ଶେଷ ଦିନରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ। ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laଓଡିଆ ବାଇବେଲ2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।