ଯିଶାଇୟ 2:20 - ପବିତ୍ର ବାଇବଲ20 ସେତେବେଳେ ଲୋକମାନେ ସେମାନଙ୍କ ଦ୍ୱାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦେବେ। ସେମାନେ ସେହି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ୱର ଭିତରରେ ଫିଙ୍ଗି ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ପୃଥିବୀକି ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ଵ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ଵର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ; Gade chapit laଓଡିଆ ବାଇବେଲ20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ; Gade chapit la |
ସେମାନେ ନିଜ ନିଜର ରୂପାକୁ ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ। ସେ ସବୁ କିନ୍ତୁ ସେମାନଙ୍କୁ ସଦାପ୍ରଭୁ ଯେତେବେଳେ ତାଙ୍କର କ୍ରୋଧରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସେମାନେ ସେମାନଙ୍କର କ୍ଷୁଧାକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିଅବା ସେମାନଙ୍କର ଉଦର ପୂର୍ଣ୍ଣ କରି ପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସେମାନଙ୍କର କାରଣ ଥିଲା।