ଯିଶାଇୟ 20:5 - ପବିତ୍ର ବାଇବଲ5 ଲୋକମାନେ କୂଶକୁ ସାହାଯ୍ୟ ପାଇଁ ଗ୍ଭହିଁବେ। ମାତ୍ର ସେମାନେ ନିରାଶ ହୋଇ ଭାଙ୍ଗି ପଡ଼ିବେ। ମିଶରର ଦର୍ପ ଚୂର୍ଣ୍ଣ ହେବା ଦେଖି ତା'ର ଲୋକମାନେ ଆଶ୍ଚର୍ଯ୍ୟ ଓ ଲଜ୍ଜିତ ହେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ। Gade chapit laଓଡିଆ ବାଇବେଲ5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ। Gade chapit la |
ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର।