Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:14 - ପବିତ୍ର ବାଇବଲ

14 ସେମାନେ କେତେକ ତୃଷାର୍ତ୍ତ ପଥିକମାନଙ୍କୁ ଜଳ ଦେଲେ। ଟେମା ଦେଶବାସୀ କେତେକ ପଳାତକ ପଥିକଙ୍କୁ ଖାଦ୍ୟ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ଟେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।

Gade chapit la Kopi

ଓଡିଆ ବାଇବେଲ

14 ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।

Gade chapit la Kopi




ଯିଶାଇୟ 21:14
8 Referans Kwoze  

ମୋର ବ୍ୟବସାୟୀ ପାଣିର ଅନ୍ୱେଷଣ କଲେ। ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।


ହଦଦ୍, ତେମା, ଯିଟୁର ଓ ନାଫୀଶ୍ ଓ କେଦମା।


କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍: “ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି, ତାହାକୁ ଖାଇବାକୁ ଦିଅ, ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି, ତାହାକୁ ପିଇବାକୁ ଦିଅ। ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରି ପାରିବ।”


ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯେବେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।


ପ୍ରେମ ଅନେକ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ୱାଗତ ଜଣାଅ।


ମି‌ଶ୍‌ମ, ଦୁମା, ମସା; ହଦଦ୍, ତେମା, ଯିଟୂର, ନାଫୀଶ୍ ଓ କେଦମା।


Swiv nou:

Piblisite


Piblisite