Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:15 - ପବିତ୍ର ବାଇବଲ

15 କାରଣ ସେମାନେ ଉନ୍ମୁକ୍ତ ତରବାରିରୁ, ଗୁଣଦିଆ ଧନୁରୁ ଓ କ୍ଳେଶଦାୟକ ଯୁଦ୍ଧରୁ ରକ୍ଷା ପାଇବାକୁ ପଳାୟନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସେମାନେ ଖଡ଼୍‍ଗରୁ, ନିଷ୍କୋଷ ଖଡ଼୍‍ଗରୁ, ଗୁଣଦିଆ ଧନୁରୁ ଓ କ୍ଳେଶଜନକ ଯୁଦ୍ଧରୁ ପଳାଇଲେ।

Gade chapit la Kopi

ଓଡିଆ ବାଇବେଲ

15 କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।

Gade chapit la Kopi




ଯିଶାଇୟ 21:15
7 Referans Kwoze  

ଆହତ ହରିଣ ଓ ପାଳକହୀନ ମେଷପାଳକମାନଙ୍କ ପରି ବାବିଲର ଲୋକମାନେ ପଳାୟନ କରିବେ। ସେମାନେ ସମସ୍ତେ ନିଜ ଦେଶ ଓ ଗୋଷ୍ଠୀ ଆଡ଼କୁ ଧାବିତ ହେବେ।


ମାତ୍ର ଶତ୍ରୁଗଣ ବାବିଲନୀୟଙ୍କ ପଶ୍ଚା‌‌‌ତ୍‌‌‌ଧାବନ କରିବେ ଓ ଯେତେବେଳେ ସେମାନଙ୍କୁ ଧରିବେ ‌‌ଖ‌ଡ଼୍‌ଗରେ ସେମାନଙ୍କୁ ହତ୍ୟା କରିବେ।


ନାନା ଦେଶୀୟ ଲୋକମାନେ ସେହି ତରଙ୍ଗ ସଦୃଶ ହେବେ। ପରମେଶ୍ୱର ସେମାନଙ୍କୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସେମାନେ ପଳାୟନ କରିବେ। ବାୟୁରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ୟାରେ ଧୂଳି ଉଡ଼ିଲା ପରି ସେମାନେ ତାଡ଼ିତ ହେବେ।


ତୁମ୍ଭର ଶାସକକର୍ତ୍ତାଗଣ ଏକତ୍ର ଏକ ସମୟରେ ପଳାୟନ କଲେ। ମାତ୍ର ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ହେଲେ। ପୁଣି ସମସ୍ତ ପ୍ରାପ୍ତ ଲୋକେ ଏକତ୍ର ବନ୍ଧାଗଲେ। ମାତ୍ର ସେମାନେ ଦୂରକୁ ପଳାୟନ କଲେ।


ଏହା ସତ୍ୟ ସେଦିନ ଅଶୂର ‌‌ଖ‌ଡ଼୍‌ଗରେ ପତିତ ହେବ। ମାତ୍ର ତାହା ମନୁଷ୍ୟର ‌‌ଖ‌ଡ଼୍‌ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହେବ ମାତ୍ର ତାହା ମନୁଷ୍ୟ ‌‌ଖ‌ଡ଼୍‌ଗରେ ନୁହେଁ। ପୁଣି ସେ ‌‌ଖ‌ଡ଼୍‌ଗରେ ସମ୍ମୁଖରୁ ପଳାୟନ କରିବ। ତା'ର ଯୁବକମାନେ କ୍ରୀତଦାସ ହେବେ।


ତୁମ୍ଭର ଶକ୍ତିଶାଳୀ କୋଳାହଳରେ ଗୋଷ୍ଠୀଗଣ ପଳାୟନ କଲେ। ତୁମ୍ଭର ମହାନତା ଗୋଷ୍ଠୀଗୁଡ଼ିକୁ ଛିନ୍ନଭିନ୍ନ କଲା।’


Swiv nou:

Piblisite


Piblisite