ଯିଶାଇୟ 21:9 - ପବିତ୍ର ବାଇବଲ9 ଆଉ ଦେଖ, ଏଠି ଏକଦଳ ଲୋକ ଓ ଅଶ୍ୱାରୋହୀ ସୈନ୍ୟ ଆସୁଛନ୍ତି।” ତା'ପରେ ଜଣେ ଦୂତ କହିଲା, “ବାବିଲ ପରାସ୍ତ ହୋଇଛି ଓ ବାବିଲର ପତନ ହୋଇଛି। ତା'ର ପ୍ରତିମାଗୁଡ଼ିକ ଭାଙ୍ଗି ଭୂମିସାତ୍ ହୋଇଛି।” Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ଵାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, ବାବିଲ ପଡ଼ିଲାନ୍ତ ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା। Gade chapit laଓଡିଆ ବାଇବେଲ9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।” Gade chapit la |
“ବାବିଲ ବିରୁଦ୍ଧରେ ସମସ୍ତ ଧନୁର୍ଦ୍ଧରମାନଙ୍କୁ ଧନୁରେ ଗୁଣ ଦେବାକୁ ଏକତ୍ରିତ କର। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଏକତ୍ରିତ ହୁଅ। ତାହା ବିରୁଦ୍ଧରେ ଗ୍ଭରିଆଡ଼େ ଛାଉଣି ସ୍ଥାପନ କର। ସେଥିରୁ ତାକୁ ରକ୍ଷା ପାଇବାକୁ ଦିଅ ନାହିଁ। ତାହାର କର୍ମାନୁସାରେ ତାକୁ ପ୍ରତିଫଳ ଦିଅ। ସେ ଯେପରି କରିଛି ତା’ ପ୍ରତି ସେହିପରି କର। କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ଇସ୍ରାଏଲର ଧର୍ମସ୍ୱରୂପ ବିରୁଦ୍ଧରେ ନିଷ୍ଠୁର ହୋଇଅଛ।”