Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:17 - ପବିତ୍ର ବାଇବଲ

17-18 “ହେ ଶକ୍ତିଶାଳୀ ମାନବ, ସଦାପ୍ରଭୁ ତୁମ୍ଭକୁ ଦଳି ଦେବେ। ସେ ତୁମ୍ଭକୁ ଏକ ପେଣ୍ଡୁ ସଦୃଶ ଗଡ଼ାଇ ଗଡ଼ାଇ ନିଜର ବାହୁ ବଳରେ ଏକ ପ୍ରଶସ୍ତ ଦେଶକୁ ଫିଙ୍ଗି ଦେବେ ଯେଉଁଠାରେ ତୁମ୍ଭେ ମରିବ। “ତୁମ୍ଭେ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥଗୁଡ଼ିକ ପାଇଁ ଗର୍ବ କରିବ, ମାତ୍ର ପ୍ରଭୁଙ୍କ ଗୃହରେ ଏହା ନିକୃଷ୍ଟ ବୋଲି ପ୍ରମାଣିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।

Gade chapit la Kopi

ଓଡିଆ ବାଇବେଲ

17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।

Gade chapit la Kopi




ଯିଶାଇୟ 22:17
6 Referans Kwoze  

ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି। ସେମାନେ ଜଳାଶୟ ନିକଟକୁ ଯାଇ ଜଳ ପାଆନ୍ତି ନାହିଁ ଓ ଶୂନ୍ୟପାତ୍ର ଘେନି ଫେରି ଆସନ୍ତି। ସେମାନେ ଲଜ୍ଜିତ ଓ ଘବରା ହୋଇ ଆପଣା ଆପଣା ମସ୍ତକ ଢାଙ୍କନ୍ତି।


ଯେତେବେଳେ ଜଣେ ଦୁଷ୍ଟ ବ୍ୟକ୍ତି କୌଣସି ଜାଗା ଅଧିକାର କରେ, ପରମେଶ୍ୱର ସେହି ନେତାଙ୍କୁ ଗତିରୋଧ କରନ୍ତି, ଯାହାସବୁ ଘଟୁଛି ତାକୁ ଦେଖି? ଯଦି ପରମେଶ୍ୱର ତାହା ନ କରନ୍ତି, ତେବେ କିଏ?


ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସର ପାନଶାଳାକୁ ଲେଉଟି ଆସିଲା, ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲା ହାମନ୍ ତହିଁ ଉପରେ ବସି ପଡ଼ିଲା। ତେଣୁ ରାଜା କହିଲା, “ଏ କ’ଣ ଗୃହ ମଧ୍ୟରେ ମୋ’ ସାକ୍ଷାତରେ ରାଣୀକୁ ବଳାତ୍କାର କରିବ?” ଏହିକଥା ରାଜା ମୁଖରୁ ବାହାରିବା ମାତ୍ରେ ଲୋକମାନେ ହାମ‌ନ୍‌ର ମୁଖ ଢାଙ୍କି ପକାଇଲେ।


“ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠାରେ ଏକ କବର ଖୋଳୁଛ?” ଯିଶାଇୟ କହିଲେ, “ସେହି ଲୋକକୁ ଦେଖ। ସେ ଉଚ୍ଚ ସ୍ଥାନରେ ଆପଣା ପାଇଁ କବର ଖୋଳି ଅଛି। ଶୈଳରେ ନିଜ ପାଇଁ ବାସସ୍ଥାନ ଖୋଦନ କରିଅଛି।


ସଦାପ୍ରଭୁ ଏହିକଥା କହନ୍ତି, “ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦେବା। ସେମାନଙ୍କୁ ଏପରି ଦୁଃଖ ଓ କ୍ଳେଶ ଦେବା ଯେ ସେମାନେ ଉପଯୁକ୍ତ ଶିକ୍ଷା ଲାଭ କରି ପାରିବେ।”


Swiv nou:

Piblisite


Piblisite