Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:9 - ପବିତ୍ର ବାଇବଲ

9 ଦାଉଦ ନଗରର କାନ୍ଥଗୁଡ଼ିକ ଭାଙ୍ଗିବାକୁ ଆରମ୍ଭ କଲା ଓ ତୁମ୍ଭେମାନେ ସେହି ଭଗ୍ନସ୍ଥାନ ଗୁଡ଼ିକ ଦେଖିଲ। ତୁମ୍ଭେ ପୁଷ୍କରିଣୀର ଜଳସବୁ ଏକତ୍ର କରି ତଳକୁ ଆଣିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ଦାଉଦ ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।

Gade chapit la Kopi




ଯିଶାଇୟ 22:9
5 Referans Kwoze  

ହିଜକିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏ ସମସ୍ତ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।


ବୈ‌ଥ୍‌ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅ‌‌‌‌ସ୍‌‌‌‌ବୂକର ପୁତ୍ର ନିହିମିୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ମନୁଷ୍ୟକୃତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲେ।


ହିଜକିୟ ହିଁ ଯିରୁଶାଲମରେ ଗୀହୋନ ଝରଣାର ଊର୍ଦ୍ଧ୍ୱସ୍ଥ ଉତ୍ସକୁ ବନ୍ଦ କଲେ ଓ ସେହି ଜଳକୁ ଦାଉଦଙ୍କ ନଗରର ଦକ୍ଷିଣ ପାର୍ଶ୍ୱରେ ସଳଖ ଭାବରେ ନିମ୍ନଗାମୀ କଲେ। ଆଉ ହିଜକିୟ ଯେଉଁ ସମସ୍ତ କର୍ମ କଲେ, ସେଥିରେ ସଫଳ ହେଲେ।


ତୁମ୍ଭେମାନେ ଯିରୁଶାଲମସ୍ଥ ଗୃହଗୁଡ଼ିକୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।


Swiv nou:

Piblisite


Piblisite