ଯିଶାଇୟ 23:10 - ପବିତ୍ର ବାଇବଲ10 ହେ ତର୍ଶୀଶର କନ୍ୟାଗଣ, ତୁମ୍ଭେ ଫେରି ଯାଅ ଏବଂ ନିଜର ଜମିରେ ଗ୍ଭଷ କର, କାରଣ ତୁମ୍ଭର ଆଶ୍ରୟସ୍ଥଳ ଧ୍ୱଂସ ପାଇଯାଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ। Gade chapit laଓଡିଆ ବାଇବେଲ10 ଆଗୋ ତର୍ଶୀଶ୍ର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ। Gade chapit la |
ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।”