ଯିଶାଇୟ 23:12 - ପବିତ୍ର ବାଇବଲ12 ସଦାପ୍ରଭୁ କୁହନ୍ତି, “ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ୟା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ୱଂସ ହେବ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ୟ, ସେଠାରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେ କହିଲେ, ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ। Gade chapit laଓଡିଆ ବାଇବେଲ12 ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।” Gade chapit la |