ଯିଶାଇୟ 23:13 - ପବିତ୍ର ବାଇବଲ13 ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କଲ୍ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା'ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)13 କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା। Gade chapit laଓଡିଆ ବାଇବେଲ13 କଲ୍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କଲ୍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା। Gade chapit la |