Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:16 - ପବିତ୍ର ବାଇବଲ

16 “ହେ ବିସ୍ତୃତ ବେଶ୍ୟେ! ବୀଣା ନେଇ ନଗର ଭ୍ରମଣ କର। ମଧୁର ତାଳରେ ବଜାଅ ଓ ଅନେକ ଗୀତ ଗାଅ। ତାହାହେଲେ ତୁମ୍ଭେମାନେ ସ୍ମୃତି ପଥରେ ଆସିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।

Gade chapit la Kopi

ଓଡିଆ ବାଇବେଲ

16 ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।

Gade chapit la Kopi




ଯିଶାଇୟ 23:16
6 Referans Kwoze  

ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର ‘ବନ୍ଧୁମାନେ’ ତୁମ୍ଭକୁ ପାଶୋରି ଅଛନ୍ତି। ସେମାନେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ଯୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ସୋର ବିଷୟରେ ଲୋକେ ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ତୃତ ହେବେ। ତାହା ଏକ ରାଜାଙ୍କର ଅଧିକାର ସମୟର ପ୍ରମାଣ। ସତୁରି ବର୍ଷ ପରେ ସୋର ପ୍ରତି ବେଶ୍ୟାର ଗୀତ ଅନୁଯାୟୀ ଘଟିବ।


ସତୁରି ବର୍ଷ ପରେ ସଦାପ୍ରଭୁ ସୋର ବିଷୟରେ ବିବେଚନା କରିବେ ଓ ତାଙ୍କର ସିଦ୍ଧାନ୍ତ ଦେବେ। ସୋର ତା'ର ବାଣିଜ୍ୟ ବୃତ୍ତିକି ଫେରିବ। ସେ ପୃଥିବୀସ୍ଥ ସମସ୍ତ ଦେଶ ପ୍ରତି ବେଶ୍ୟା ସଦୃଶ ହେବ।


ପୁଣି ମୁଁ ତୁମ୍ଭର ଆନନ୍ତ ଗୀତର ଶବ୍ଦ ନିବୃତ୍ତ କରିବି ଓ ତୁମ୍ଭର ବୀଣାର ଧ୍ୱନି ଆଉ ଶୁଣିବାକୁ ଦେବି ନାହିଁ।


ନୀନିବୀରେ ଅତ୍ୟନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ଯିଏ କି ତା'ର ଗଣିକା କାର୍ଯ୍ୟ ପାଇଁ ରାଜ୍ୟକୁ କ୍ରୀତଦାସ କଲା। ସେ ତା'ର ଯାଦୁ ବଳରେ ଲୋକମାନଙ୍କୁ ତା'ର କ୍ରୀତଦାସ କରିଛନ୍ତି।


Swiv nou:

Piblisite


Piblisite