Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:2 - ପବିତ୍ର ବାଇବଲ

2 ହେ ଦ୍ୱୀପ ନିବାସୀଗଣ ତୁମ୍ଭେମାନେ ନୀରବ ହୁଅ ଓ ଦୁଃଖିତ ହୁଅ। ସୋର ଥିଲା “ସୀଦୋନର” ବଣିକ। ସେହି ଦେଶର ବଣିକମାନେ ସମୁଦ୍ର ପାର ହୋଇ ତୁମ୍ଭର ଦେଶକୁ ଧନରେ ପରିପୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ଦ୍ଵୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।

Gade chapit la Kopi

ଓଡିଆ ବାଇବେଲ

2 ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।

Gade chapit la Kopi




ଯିଶାଇୟ 23:2
8 Referans Kwoze  

“ଆଗୋ କ‌‌ଲ୍‌‌ଦୀୟ କନ୍ୟାଗଣ, ତୁମ୍ଭେମାନେ ଅନ୍ଧାରକୁ ଯାଇ ନୀରବରେ ବସ। କାରଣ ତୁମ୍ଭେମାନେ ‘ରାଜ୍ୟର ଆଉ ରାଣୀ’ ବୋଲି କଥିତ ହେବ ନାହିଁ।


ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହେବ ଓ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ କହିଅଛ, “ମୁଁ ପରମେଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ପରମେଶ୍ୱରଙ୍କ ଆସନରେ ବସିଅଛି;” “‘ମାତ୍ର ନିଜ ଚିତ୍ତକୁ ଦେବତାଙ୍କ ଚିତ୍ତ ତୁଲ୍ୟ ମନେ କଲେ ମଧ୍ୟ ତୁମ୍ଭେ ପରମେଶ୍ୱର ନୁହଁ, ତୁମ୍ଭେ ମନୁଷ୍ୟ ମାତ୍ର।


ସଦାପ୍ରଭୁ କୁହନ୍ତି, “ହେ ଦ୍ୱୀପ ସମୂହ, ନୀରବ ହୁଅ। ମୋ’ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭେମାନେ ଏକତ୍ରିତ ବିଗ୍ଭର କରୁ।


ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର। ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ସୀଦୋନ ଆଡ଼କୁ ମୁହଁ ବୁଲାଇ ତାହା ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର।


Swiv nou:

Piblisite


Piblisite