Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:5 - ପବିତ୍ର ବାଇବଲ

5 ମିଶର ସୋର ବିଷୟରେ ଏହି ସମ୍ବାଦ ଶୁଣିବ ଓ ବ୍ୟଥିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହି ସମ୍ଵାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ଵାଦରେ ଅତ୍ୟ; ବ୍ୟଥିତ ହେବେ।

Gade chapit la Kopi

ଓଡିଆ ବାଇବେଲ

5 ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।

Gade chapit la Kopi




ଯିଶାଇୟ 23:5
9 Referans Kwoze  

“‘ସେହିସବୁ ଦେଖ ଯେଉଁମାନେ ତୁମ୍ଭକୁ ଜାଣିଥିଲେ, ସେମାନେ ତୁମ୍ଭଠାରୁ ଆତଙ୍କିତ ହେବେ। ତୁମ୍ଭର ପରିସମାପ୍ତି ଲୋକମାନଙ୍କୁ କମ୍ପିତ କରାଇବ ଏବଂ ତୁମ୍ଭେ କେବେ ପୂର୍ବବସ୍ଥାକୁ ଫେରିବ ନାହିଁ।’”


ସେଦିନ ମିଶରୀୟଗଣ ସ୍ତ୍ରୀ ସଦୃଶ ହେବେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତେବେଳେ ସଦାପ୍ରଭୁ ଦଣ୍ଡ ଦେବା ପାଇଁ ହସ୍ତ ଉତ୍ତୋଳନ କରିବେ, ସେତେବେଳେ ସେମାନେ ଭୟଭୀତ ହେବେ।


ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ୱଂସର ସମୟ, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ସମୟ ଆସୁଅଛି। ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର ଓ କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।


“‘ସେଦିନ ଆମ୍ଭେ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଜାହାଜ ଦ୍ୱାରା ଦୂତମାନଙ୍କୁ ପଠେଇବା। ଯେତେବେଳେ ମିଶରରେ ଦୁର୍ଦ୍ଦିନ ପହଞ୍ଚେ, ଆତଙ୍କ କୂଶୀୟକୁ ଅତିକ୍ରମ କରିବ। ଏଥିପାଇଁ ଏହା ପ୍ରକୃତରେ ଘଟିବ।’”


Swiv nou:

Piblisite


Piblisite