Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:7 - ପବିତ୍ର ବାଇବଲ

7 ଅତୀତରେ ସୋର ତୁମ୍ଭର ଆନନ୍ଦମୟୀ ନଗର ଥିଲା। ସେହି ପ୍ରାଚୀନ ନଗର ଅତି ପ୍ରାରମ୍ଭରୁ ଥିଲା। ସେହି ନଗରର ଲୋକେ ଦୂର ଦେଶରେ ବାସ କରିବାକୁ ଯାଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀଣ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।

Gade chapit la Kopi

ଓଡିଆ ବାଇବେଲ

7 ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।

Gade chapit la Kopi




ଯିଶାଇୟ 23:7
5 Referans Kwoze  

ହେ ଆନନ୍ଦ ଧ୍ୱନିପୂର୍ଣ୍ଣ, କୋଳାହଳ ପୂର୍ଣ୍ଣ, ଉଲ୍ଲସିତ ନଗରୀ, ତୁମ୍ଭର ଲୋକେ ‌‌ଖ‌ଡ଼୍‌ଗରେ ନିହତ ହୋଇ ନାହାନ୍ତି କିମ୍ବା ଯୁଦ୍ଧରେ ମରି ନାହାନ୍ତି।


ମୋର ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷରେ ପୂର୍ଣ୍ଣ ହେବା ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।


ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପଦଗତିରେ ଗମନ କରିବାର ଦେଖିଅଛି।


ଏହା ପରେ ଏହାର ସୀମା ଦକ୍ଷିଣରେ ରାମା ଓ ସୋର ନାମକ ଏକ ପ୍ରାଚୀରବେଷ୍ଟିତ ନଗରକୁ ଲାଗିଥିଲା। ଏହିଠାରୁ ସେ ସୀମା ହୋଷାକୁ ଲାଗିଥିଲା। ଏହାର ସୀମା ଅକଷୀବ୍ ନିକଟସ୍ଥ ସମୁଦ୍ର ପର୍ଯ୍ୟନ୍ତ ଥିଲା।


Swiv nou:

Piblisite


Piblisite