ଯିଶାଇୟ 24:16 - ପବିତ୍ର ବାଇବଲ16 ଆମ୍ଭେମାନେ ପୃଥିବୀର ସର୍ବତ୍ର ପରମେଶ୍ୱରଙ୍କ ପ୍ରଶଂସା ଶୁଣିବୁ। ଏହି ମହିମା ଗାନ ହେଉଛି ମଙ୍ଗଳମୟ ପରମେଶ୍ୱରଙ୍କ ସମ୍ବନ୍ଧରେ। କିନ୍ତୁ ମୁଁ କହେ, “ମୁଁ କ୍ଷୀଣ ହେଉଅଛି। ମୁଁ ସନ୍ତାପର ପାତ୍ର ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଛନ୍ତି। ସେମାନେ ଭୟଙ୍କର ବିଶ୍ୱାସଘାତକତା କରିଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରା; ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର ! ବିଶ୍ଵାସଘାତକମାନେ ବିଶ୍ଵାସ-ଘାତକତା କରିଅଛନ୍ତି; ହଁ, ବିଶ୍ଵାସଘାତକମାନେ ଅତିଶୟ ବିଶ୍ଵାସଘାତକତା କରିଅଛନ୍ତି। Gade chapit laଓଡିଆ ବାଇବେଲ16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର !” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।” Gade chapit la |
ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।