ଯିଶାଇୟ 24:3 - ପବିତ୍ର ବାଇବଲ3 ସମସ୍ତ ଲୋକ ପୃଥିବୀରୁ ବିତାଡ଼ିତ ହେବେ ଓ ସେ ସମ୍ପୂର୍ଣ୍ଣ ଭାବରେ ଲୁଣ୍ଠିତ ହେବେ। ଏହା ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit laଓଡିଆ ବାଇବେଲ3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit la |
ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁସବୁ ବିଷୟ କହିଥିଲେ, ତାହା ପ୍ରକୃତରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ୟମରେ କହିଥିଲେ: “ଏହି ସ୍ଥାନ ସତୁରି ବର୍ଷ ପର୍ଯ୍ୟନ୍ତ ଧ୍ୱଂସର ସ୍ଥାନ ହୋଇ ରହିବ। କାରଣ ଲୋକମାନେ ବିଶେଷ ବିଶ୍ରାମବାରରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲାଗିରହିବ।”