ଯିଶାଇୟ 24:7 - ପବିତ୍ର ବାଇବଲ7 ଦ୍ରାକ୍ଷାଲତା ମ୍ଳାନ ହେଉଛନ୍ତି ଓ ନୂତନ ଦ୍ରାକ୍ଷାରସ କ୍ଷୀଣ ହୋଇଯାଇଛି। ଯେଉଁ ଲୋକମାନଙ୍କର ହୃଦୟ ଖୁସୀଥିଲା ବର୍ତ୍ତମାନ ସେମାନେ ଯନ୍ତ୍ରଣାରେ ଗଁ ଗଁ କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛନ୍ତି। Gade chapit laଓଡିଆ ବାଇବେଲ7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି। Gade chapit la |